www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ବି ବଢିଲା; ସୁନା ଦର ଟପିଲା ଲକ୍ଷେ ୨ହଜାର

ଭୁବନେଶ୍ୱର : ଚିନ୍ତା ବଢାଇଲା ଲଗାତାର ବଢୁଥିବା ସୁନା ଦର । ଗତକାଲି ଭଳି ବୁଧବାର ଅର୍ଥାତ୍‌ ଜୁଲାଇ ୨୩ରେ ପୁଣି ବଢିଲା ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୧,୦୨,୩୩୦ ଟଙ୍କା ରହିଛି । ଗତକାଲି ୧,୦୧,୨୯୦ ଟଙ୍କା ଥିଲା । ଏଥିରେ ୧,୦୪୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୮୦୦ ଟଙ୍କା ରହିଛି । ଗତକାଲି ୯୨,୮୫୦ ଟଙ୍କା ଥିଲା । ଏଥିରେ ୯୫୦ ଟଙ୍କା ବୃଦ୍ଧି ପାଇଛି ।

ଆସନ୍ତାକାଲି କାଳିଆ ଦର୍ଶନ ବନ୍ଦ

ଅଗଷ୍ଟ ୧ରୁ ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା: ସୂର୍ଯ୍ୟ-ବୁଧ କରିବେ ଧନୀ,ମିଳିବ ରାଜା ଭଳି ସୁଖ..

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୬,୭୫୦ ଟଙ୍କା ରହିଛି । ଗତକାଲି ୭୫,୯୭୦ ଟଙ୍କା ଥିଲା । ଏଥିରେ ୭୮୦ ଟଙ୍କା ବୃଦ୍ଧି ହୋଇଛି ।

ଦେଖନ୍ତୁ ଛାତିଥରା ଭିଡିଓ ; କଳାନାଗ ଉପରେ ପଡିଗଲା ଶିଶୁ ପାଦ, ତା’ପରେ

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୯୦୦ ଟଙ୍କା ରହିଛି । ଗତକାଲି ୧୨,୮୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories