www.samajalive.in
Saturday, December 6, 2025
15.1 C
Bhubaneswar

ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା

ରାଜନଗର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପର୍ଯ୍ୟଟକଙ୍କୁ ସ୍ଵାଗତ କରିବା ଲାଗି ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ବନ୍ଦ ରହିଥିବା ଭିତର କନିକା। ଭିତରକନିକାରେ ପର୍ଯ୍ୟଟକମାନେ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ନୌବିହାରର ମଜା ଉଠାଇପାରିବେ। ଏପରିକି ସ୍କାଏ ଓ୍ବାକରେ ଜଙ୍ଗଲରେ ଚାଲି ଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories