www.samajalive.in
Saturday, December 6, 2025
17.1 C
Bhubaneswar

ଜଳସେଚନ ବ୍ୟବସ୍ଥା ଦାବିରେ ରାସ୍ତାରୋକ

ଟିଟିଲାଗଡ଼ : ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲା ବ୍ଲକର ୪ ଟି ମେଗା ଜଳସେଚନ ପ୍ରକଳ୍ପରେ ତାଲା ପଡିଛି। ଏନେଇ ହଜାର ହଜାର ଏକର ଜମି ଜଳସେଚନ ବ୍ୟବସ୍ଥାରୁ ବଞ୍ଚିତ ରହିଛି। ଅନ୍ୟପଟେ ଚଳିତ ଖରିଫରେ ବର୍ଷା ଅଭାବ ଯୋଗୁଁ ଚାଷ କାର୍ଯ୍ୟ ଠପ ହୋଇପଡିଛି। ଏହାକୁ ନେଇ ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିବା ସତ୍ୱେ କୌଣସି ସୁଫଳ ମିଳିନି। ଯାହାର ପ୍ରତିବାଦରେ ଆଜି ହଜାର ହଜାର ସଂଖ୍ୟାରେ ଚାଷୀ ସଇଁତଲା ବ୍ଲକ ବରଗାଁଠାରେ ବରଗଡ଼-ବୋରିଗୁମ୍ମା ଜାତୀୟ ରାଜପଥ ଅବରୋଧ କରିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories