www.samajalive.in
Saturday, December 6, 2025
15.1 C
Bhubaneswar

ଭଡା ଘରୁ ଆଇଟିଆଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ଚନ୍ଦ୍ରଶେଖପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା । ଭଡାଘରୁ ଆଇଟିଆଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ । ମୃତଦେହ ଜବତ କରି ଛାନଭିନ୍‍ କରୁଛି ଚନ୍ଦ୍ରଶେଖପୁର ଥାନା ପୁଲିସ । ମୃତ ଛାତ୍ରୀ ଜଣଙ୍କ ଦିବ୍ୟାଙ୍ଗ ହୋଇଥିବା ବେଳେ ତାଙ୍କ ଘର ରାୟଗଡାରେ ହୋଇଥିବା ସୂଚନା ମିଳିଛି । ପରିବାର ଲୋକେ ପହଞ୍ଚି ଝିଅର ମୃତ୍ୟୁ ପଛରେ ଜଣେ ଯୁବକଙ୍କୁ ଦାୟୀ କରି ଅଭିଯୋଗ କରିଛନ୍ତି । ଯୁବକ ଜଣଙ୍କ ସଂପୃକ୍ତ ଛାତ୍ରୀ ବିବାହ କରିବାକୁ ଧମକାଇଥିବା ଅଭିଯୋଗ କରିଛନ୍ତି ମୃତ ଛାତ୍ରୀଙ୍କ ମା । ତେବେ ପୁଲିସ ଘଟଣାରେ ତଦନ୍ତ ଜାରି ରଖିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories