www.samajalive.in
Sunday, December 7, 2025
13.1 C
Bhubaneswar

୫୦ ଯାତ୍ରୀଙ୍କ ସହିତ ବିମାନ ନିଖୋଜ

ସମାଜ ଡିଜିଟାଲ ଡେସ୍କ: ୫୦ ଯାତ୍ରୀଙ୍କ ସହିତ ଉଡ଼ାଣ କରୁଥିବା ଏକ ବିମାନ ମଝି ଆକାଶରୁ ନିଖୋଜ ହୋଇଯାଇଛି। ରୁଷର ଆମୁର ଅଞ୍ଚଳରେ ଏହି ଘଟଣା ଘଟିଛି।

ଗୁରୁବାର ବିମାନଟି ଚୀନ ସୀମାନ୍ତବର୍ତ୍ତୀ ଟାଇଣ୍ଡା ଅଭିମୁଖେ ଉଡ଼ାଣ କରୁଥିଲା। ଟାଇଣ୍ଡାଠାରୁ ଅଳ୍ପ କିଛି କିଲୋମିଟର ଦୂରରେ ଏୟାର ଟ୍ରାଫିକ କଂଟ୍ରୋଲ ରାଡାର ସହିତ ବିମାନର ସମ୍ପର୍କ ଚ୍ଛିନ୍ନ ହୋଇଯାଇଥିଲା। ବିମାନ ଚାଳକଙ୍କ ସହିତ କୌଣସି ଯୋଗାଯୋଗ ହୋଇପାରି ନ ଥିଲା। ଏହାପରେ ଶେଷ ଲୋକେସନ ଥିବା ଅଞ୍ଚଳରେ ବିମାନକୁ ଖୋଜିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories