ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍ । ଜୁଲାଇ ୨୪ ଅର୍ଥାତ୍ ଗୁରୁବାର କମିଛି ସୁନା ଦାମ୍ ।
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୦,୯୭୦ ଟଙ୍କା ରହିଛି । ଗତକାଲି ୧,୦୨,୩୩୦ ଟଙ୍କା ଥିଲା । ଏଥିରେ ୧,୩୬୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୨,୫୫୦ ଟଙ୍କା ରହିଛି । ଗତକାଲି ୯୩,୮୦୦ ଟଙ୍କା ଥିଲା । ଏଥିରେ ୧,୨୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୫,୭୩୦ ଟଙ୍କା ରହିଛି । ଗତକାଲି ୭୬,୭୫୦ ଟଙ୍କା ଥିଲା । ଏଥିରେ ୧,୦୨୦ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍ ମଧ୍ୟ କମିଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୮୦୦ ଟଙ୍କା ରହିଛି । ଗତକାଲି ୧୨,୯୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।
ଶନି-ସୂର୍ଯ୍ୟଙ୍କ ନବପଞ୍ଚମ ରାଜଯୋଗ; ଏହି ୩ ରାଶିଙ୍କ ଭାଗ୍ୟକୁ ସୁନା ଭଳି ଚମକାଇବେ ଶନି, ମିଳିବ ବଡ ସଫଳତା..
ଭିଡିଓରେ ଦେଖନ୍ତୁ ; କୁମ୍ଭୀର ପାଟିରେ ଥିଲା ହରିଣ, ଏମିତି ବଞ୍ଚିଲା ଜୀବନ..



