www.samajalive.in
Friday, December 12, 2025
15.1 C
Bhubaneswar

ଶସ୍ତା ହେବ ଔଷଧ, ଇଲେକ୍ଟ୍ରୋନିକ୍ସ ଓ ଫ୍ୟାଶନ୍ ସାମଗ୍ରୀ, ମୁକ୍ତ ବାଣିଜ୍ୟ ଚୁକ୍ତିରେ ଦସ୍ତଖତ କଲେ ଭାରତ-ବ୍ରିଟେନ

ଡେସ୍କ: ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ। ଲଣ୍ଡନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସାକ୍ଷାତ ସମୟରେ ଗୁରୁବାର ଏହି ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଚୁକ୍ତି ସ୍ୱାକ୍ଷରିତ ହେବା ପରେ, ଦୁଇ ଦେଶ ମଧ୍ୟରେ ନିବେଶ ବୃଦ୍ଧି ପାଇବା ସହ ନିଯୁକ୍ତି ସୁଯୋଗ ଉପଲବ୍ଧ ହେବ। ବିଶ୍ୱସ୍ତରରେ ମଧ୍ୟ ଉଭୟ ଦେଶର ଅର୍ଥନୀତି ସୁଦୃଢ଼ ହେବ। ଏହି ଚୁକ୍ତିକୁ ଚୂଡାନ୍ତ ରୂପ ଦେବା ଲାଗି ଗତ ତିନି ବର୍ଷ ହେବ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଥିଲା।

ସୂଚନା ଅନୁଯାୟୀ, ଭାରତର କୋଇଲା ରପ୍ତାନି ଉପରେ ୯୯% ପର୍ଯ୍ୟନ୍ତ ଶୁଳ୍କ ହ୍ରାସ ସହ 90% ଉତ୍ପାଦ ଉପରେ ଶୁଳ୍କ ହ୍ରାସ ହେବ କିମ୍ବା ହଟାଇ ଦିଆଯିବ। ଏହି ଚୁକ୍ତି ପରେ, ଔଷଧ, ଇଲେକ୍ଟ୍ରୋନିକ୍ସ ଏବଂ ଫ୍ୟାଶନ୍ ଭଳି ସାମଗ୍ରୀ ଶସ୍ତା ହେବ। ତଥାପି, କିଛି ଜିନିଷର ମୂଲ୍ୟ ମଧ୍ୟ ବୃଦ୍ଧି ପାଇବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories