www.samajalive.in
Saturday, December 6, 2025
17.1 C
Bhubaneswar

ପ୍ରବଳ ବର୍ଷା; ମୟୁରଭଞ୍ଜରେ ସବୁ ସ୍କୁଲ ଛୁଟି

ମୟୁରଭଞ୍ଜ : ରାଜ୍ୟର କେତେକ ସ୍ଥାନରେ ଜାରି ରହିଛି ପ୍ରବଳ ବର୍ଷା । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମୟୁରଭଞ୍ଜର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି । ସେହିପରି ଆସନ୍ତା ୧୨ ଘଣ୍ଟା ଯାଏଁ ମୟୁରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଆଗୁଆ ନିଷ୍ପତ୍ତି ଗ୍ରହଣ କରାଯାଇଛି । କଚ୍ଚା ଘରେ ଥିବା ହଷ୍ଟେଲର ଛାତ୍ରଛାତ୍ରୀଙ୍କୁ ମଧ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଅଗଷ୍ଟରେ ୩ ଥର କରିବେ ସୂର୍ଯ୍ୟ ଚଳନ; ଚୁଟ୍‌କିରେ ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ମିଳିବ ଗୋଟିଏ ପରେ ଗୋଟିଏ ସଫଳତା, ହେବେ ଧନୀ..

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌

- Advertisement -

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories