www.samajalive.in
Thursday, December 11, 2025
15.1 C
Bhubaneswar

ସନ୍ଧ୍ୟାସୁଦ୍ଧା ଖୋଲିବ ହୀରାକୁଦର ୨୦ ଗେଟ୍‌; ଖୋଲିଲା ଆଉ ୪

ସମ୍ବଲପୁର : ବଢି ଚାଲିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ହୀରାକୁଦ ଉପରମୁଣ୍ଡର ଜଳସ୍ତର ବଢୁଛି । ବର୍ତ୍ତମାନ ମୋଟ୍‌ ୧୬ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି । ସନ୍ଧ୍ୟାସୁଦ୍ଧା ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେବ ବୋଲି କହିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ । ବର୍ଷାକୁ ଦେଖି ତଳିଆ ଅଞ୍ଚଳ ଜିଲାମାନଙ୍କୁ ହାଇଆଲର୍ଟ କରାଯାଇଛି ।
ସୂଚନାନୁଯାୟୀ, ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍‌ ଶୁକ୍ରବାର ସକାଳେ ଖୋଲାଯାଇଥିଲା। ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଥିଲା। ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଥିଲା। ଗତକାଲି ଅର୍ଥାତ୍‌ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା।

ଅଗଷ୍ଟରେ ୩ ଥର କରିବେ ସୂର୍ଯ୍ୟ ଚଳନ; ଚୁଟ୍‌କିରେ ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ମିଳିବ ଗୋଟିଏ ପରେ ଗୋଟିଏ ସଫଳତା, ହେବେ ଧନୀ..

ଦେଖନ୍ତୁ ଭିଡିଓ ; ବୃଦ୍ଧାଙ୍କୁ ରାସ୍ତା କଡରେ ଛାଡି ଦେଲେ ପରିବାର

- Advertisement -

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories