www.samajalive.in
Saturday, December 13, 2025
15.1 C
Bhubaneswar

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌

ସମ୍ବଲପୁର : ଖୋଲିଲା ହୀରାକୁଦ ଡ୍ୟାମ୍‌ର ମୋଟ ୨୦ଟି ଗେଟ୍‌ । ହୀରାକୁଦ ଉପରମୁଣ୍ଡର ଜଳସ୍ତର ବୃଦ୍ଧି ପାଉଥିବାରୁ ଆଉ ୪ଟି ଗେଟ୍‌ ଖୋଲିବା ସହ ବର୍ତ୍ତମାନ ୨୦ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି । ବର୍ଷାକୁ ଦେଖି ତଳିଆ ଜିଲାମାନଙ୍କୁ ହାଇଆଲର୍ଟ କରାଯାଇଛି । ମଧ୍ୟାହ୍ନ ସୁଦ୍ଧା ମୋଟ ୧୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିଲା ।

ଅଗଷ୍ଟରେ ୩ ଥର କରିବେ ସୂର୍ଯ୍ୟ ଚଳନ; ଚୁଟ୍‌କିରେ ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ମିଳିବ ଗୋଟିଏ ପରେ ଗୋଟିଏ ସଫଳତା, ହେବେ ଧନୀ..

ଦେଖନ୍ତୁ ଭିଡିଓ ; ବୃଦ୍ଧାଙ୍କୁ ରାସ୍ତା କଡରେ ଛାଡି ଦେଲେ ପରିବାର

- Advertisement -

ଅଶ୍ଳୀଳ କଣ୍ଟେଣ୍ଟ : ୨୫ ଓଟିଟି ପ୍ଲାର୍ଟଫର୍ମକୁ ବ୍ୟାନ୍‌ କଲେ କେନ୍ଦ୍ର ସରକାର

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories