www.samajalive.in
Sunday, December 14, 2025
16.1 C
Bhubaneswar

ଏଲଓସି ନିକଟରେ ବିସ୍ଫୋରଣ: ଜଣେ ଯବାନ ଶହୀଦ, ୨ ଆହତ

ପୁଞ୍ଛ: ଜମ୍ମୁ ଓ କଶ୍ମୀରର ପୁଞ୍ଛ ଜିଲାରେ ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଭାରତୀୟ ଯବାନ(ଅଗ୍ନିବୀର) ଶହୀଦ ହୋଇଛନ୍ତି। ଏଥିସହ ୨ ଜଣ ଯବାନ ଆହତ ହୋଇଛନ୍ତି। କୃଷ୍ଣା ଘାଟିର ସାଧାରଣ ଅଞ୍ଚଳରେ ପାଟ୍ରୋଲିଂ ସମୟରେ ଏହି ବିସ୍ଫୋରଣ ଘଟିଛି।

ଶହୀନ ଯବାନ ୭ ଜାଟ୍‌ ରେଜିମେଣ୍ଟର ଲଲିତ କୁମାର ବୋଲି ଜଣାପଡ଼ିଛି। ଏଥିସହ ଜଣେ ଜେସିଓ ଏବଂ ଜଣେ ସୈନିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି। ସେମାନଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories