www.samajalive.in
Friday, December 5, 2025
20.1 C
Bhubaneswar

ସମ୍ଭାବ୍ୟ ବନ୍ୟା ମୁକାବିଲା ବୈଠକ

ଭୁବନେଶ୍ବର : ସମ୍ଭାବ୍ୟ ବନ୍ୟା ମୁକାବିଲା ନେଇ ସରକାରୀ ସ୍ତରରେ ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜୀବ ଭବନରେ ରାଜସ୍ବ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ସାମିଲ୍ ହୋଇଥିଲେ । ପ୍ରବଳ ବର୍ଷା କାରଣରୁ ମହାନଦୀ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା ରହିଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାକୁ ଯାଉଛି ଅବପାତ । ଫଳରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ବାରଣ କରାଯାଇଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories