www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କୁ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ

ଭୁବନେଶ୍ବର : ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ ମିଳିଛି । ଶୁକ୍ରବାର ରାଜଭବନ ପକ୍ଷରୁ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଦାୟିତ୍ବରେ ରହିବେ । କହିରଖୁଛୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଗତ ୨୨ ତାରିଖରେ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ରଦ୍ଦ ହୋଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories