www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି କମିଲା ସୁନା; ଲକ୍ଷେ ତଳକୁ ଖସିଲା ଦାମ୍‌, ଦିନକରେ ଏତିକି..

ଭୁବନେଶ୍ୱର : ଗ୍ରାହକଙ୍କ ଖୁସି ଖବର । କମିଲା ସୁନା ଦାମ୍‌ । ଜୁଲାଇ ୨୬ ଅର୍ଥାତ୍‌ ଶନିବାର ପୁଣି କମିଛି ସୁନା ଦର ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୯,୯୩୦ ଟଙ୍କା ରହିଛି । ଗତକାଲି ୧,୦୦,୪୮୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୧,୬୦୦ ଟଙ୍କା ରହିଛି । ଗତକାଲି ୯୨,୧୦୦ ଟଙ୍କା ଥିଲା । ଏଥିରେ ୫୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୪,୯୫୦ ଟଙ୍କା ରହିଛି । ଗତକାଲି ୭୫,୩୬୦ ଟଙ୍କା ଥିଲା । ଏଥିରେ ୪୧୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୬୦୦ ଟଙ୍କା ରହିଛି । ଗତକାଲି ୧୨,୮୦୦ ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

ଦୁର୍ଲ୍ଲଭ ରାଜଯୋଗ :ଏହି ରାଶିଙ୍କ ଉପରେ ବର୍ଷିବ ଶନି-ଶୁକ୍ରଙ୍କ କୃପା, ହଠାତ୍‌ ହେବେ ଧନୀ, କିଣିବେ ଘର,ଗାଡି..

ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ – ସରକାରଙ୍କ ବଡ ଘୋଷଣା

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories