www.samajalive.in
Sunday, December 7, 2025
26.1 C
Bhubaneswar

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କଣ୍ଟ୍ରାକ୍ଟ ବାତିଲ

ଭୁବନେଶ୍ୱର : ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ ହୋଇଛି । କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକାର ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ ହୋଇଛି । ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ରଞ୍ଜିତ ବିଲ୍ଡକନ୍‌ ସହ କଣ୍ଟ୍ରାକ୍ଟ ବାତିଲ ହୋଇଛି । କଣ୍ଟ୍ରାକ୍ଟକୁ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ବାତିଲ କରିଛି । ପ୍ରାୟ ୮ ମାସ ହେଲା ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହିଛି । ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ନୂଆ ରୂପରେଖ ପ୍ରସ୍ତୁତ ପାଇଁ କମିଟି ହୋଇଛି । ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଛି, ନୂଆ ରୂପରେଖ ଓ ଡିପିଆର ହେବ । ନୂଆ ରୂପରେଖ ଓ ଡିପିଆର ପରେ ନୂଆ କଣ୍ଟ୍ରାକ୍ଟ ଅନୁସାରେ ମେଟ୍ରୋ କାମ ହେବ ବୋଲି ସୂଚନା ମିଳିଛି ।

ଦୁର୍ଲ୍ଲଭ ରାଜଯୋଗ :ଏହି ରାଶିଙ୍କ ଉପରେ ବର୍ଷିବ ଶନି-ଶୁକ୍ରଙ୍କ କୃପା, ହଠାତ୍‌ ହେବେ ଧନୀ, କିଣିବେ ଘର,ଗାଡି..

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories