www.samajalive.in
Friday, December 5, 2025
26.1 C
Bhubaneswar

ଜମି ବିକା ଟଙ୍କାକୁ ନେଇ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ଵାମୀ !

ବାସୁଦେବପୁର: ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ଭଦ୍ରକ ବାସୁଦେବପୁର କଷିଆ ସାମୁଦ୍ରିକ ଥାନା ପରପୋଖରୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ରାତିରେ ଗୋପୀନାଥ ନାଥ ଏବଂ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳ​‌ରେ ହିଁ ସ୍ତ୍ରୀ ଗୁରୁବାରି ଜେନାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ଘଟିବା ପରେ ଅଭିଯୁକ୍ତ ସ୍ବାମୀ ଗୋପୀନାଥ ଜେନା ଫେରାର ହୋଇଯାଇଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।  ଜମି ବିକା ଟଙ୍କାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories