www.samajalive.in
Saturday, December 6, 2025
26.1 C
Bhubaneswar

ପିସିଆର୍‌ ଭ୍ୟାନ୍‌କୁ ପିଟିଲା କାର୍‌, ୬ ଆହତ

କୋଣାର୍କ: ପିସିଆର୍‌ ଭ୍ୟାନ୍‌କୁ ପିଟିଲା କାର୍‌, ୬ ଆହତ। ପୁରୀ-କୋଣାର୍କ ବେଳାମାର୍ଗ କୁଶଭଦ୍ରା ବ୍ରିଜ୍ ଉପରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ସକାଳେ ପିସିଆର୍ ଭ୍ୟାନ୍ ଟି ଛିଡା ହୋଇଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ଧକ୍କା ଦେଇଥିଲା। ଦୁର୍ଘଟଣାରେ ପିସିଆର୍‌ ଭ୍ୟାନ୍‌ ରେ ଥିବା ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories