ଆଜି ଶ୍ରାବଣ ତୃତୀୟ ସୋମବାର, ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ..
ଆଜି ଶ୍ରୀମନ୍ଦିରରେ ଖସାପଡ଼ା ନୀତି ; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ..
ହୀରାକୁଦ ଡ୍ୟାମର ୨୦ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ..
ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ, ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ..
ଶ୍ରାବଣର ୩ୟ ସୋମବାରରେ ଗ୍ରହଙ୍କ ଦୁର୍ଳ୍ଲଭ ସଂଯୋଗ.. ପୁଣି ରାଜଯୋଗ; ଏହି ରାଶି ହେବେ ମାଲାମାଲ୍, ମିଳିବ ଏସବୁ ଖୁସି
ପୁଣି ନାବାଳିକା ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ, ଜଗତସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ..
ସଂସଦରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହକାର୍ଯ୍ୟ, ଦିନ ୨ଟା ଯାଏ ମୁଲତବୀ..
ବିରୋଧୀଙ୍କ ହଟ୍ଟଗୋଳ; ବର୍ଷିଲେ ବାଚସ୍ପତି, କହିଲେ ମର୍ଯ୍ୟାଦା ରକ୍ଷା କରନ୍ତୁ..
ଦେଖନ୍ତୁ ଭିଡିଓ ; ବିଚ୍ ରାସ୍ତାରେ ବାଇକ୍ ଆରୋହୀଙ୍କ ଉପରେ ଝାମ୍ପ ମାରିଲା ବାଘ..



