www.samajalive.in
Saturday, December 6, 2025
17.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା.. ଶ୍ରୀନଗର ହରଓ୍ବାନ ଦଚିଗାମ ଜାତୀୟ ଉଦ୍ୟାନ ଅଞ୍ଚରେ ‘ଅପରେସନ ମହାଦେବ’ରେ ୩ ଆତଙ୍କବାଦୀ ନିପାତ.. ନିହତ ଆତଙ୍କବାଦୀଙ୍କ ମଧ୍ୟରେ ପହଲଗାଓଁ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା କୁଖ୍ୟାତ ଆତଙ୍କବାଦୀ ହାସିମ୍‌ ମୁସା ଥିବା ସୂଚନା..

ଭଦ୍ରକ ବରପଦା ଇଞ୍ଜିନିଅରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ.. ନିଲମ୍ବିତ କର୍ମଚାରୀ ଓ ସହଯୋଗୀ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ନେଇ ଅଭିଯୋଗ..  ଅଧ୍ୟକ୍ଷ ଗଙ୍ଗାଧର ଧଳ ନିଜ କାର୍ଯ୍ୟାଳୟରେ ବସି କାମ କରୁଥିବାବେଳେ ତାଙ୍କୁ ବିଧା, ଗୋଇଠା ମାରିବା ସହ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଥିବା ଅଭିଯୋଗ..

- Advertisement -

ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା.. ୪ କୋଟି ଟଙ୍କାର ପୁରସ୍କାର ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ.. ରାଜ୍ୟ, ଜିଲ୍ଲା ଓ ବ୍ଲକ ୩ଟି ସ୍ତରରେ ଏହି ଦିଆଯିବ ପୁରସ୍କାର..

ବଦଳିବ ସ୍କୁଲ ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ଼.. ଲାଗିବ ଗେରୁଆ ରଙ୍ଗ.. ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବାବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ପିଲାଙ୍କ ଆଇ-କାର୍ଡର ରଙ୍ଗ ପରିବର୍ତ୍ତନ ହୋଇ ଗେରୁଆ ହେବ..

ପୁଣି ନାବାଳିକା ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ.. ଜଗତସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories