www.samajalive.in
Saturday, December 6, 2025
17.1 C
Bhubaneswar

ବୁଧବାର ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ବୁଧବାର ଅର୍ଥାତ ଜୁଲାଇ ୩୦ ତାରିଖରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀଜୀଉମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories