www.samajalive.in
Saturday, December 6, 2025
14.1 C
Bhubaneswar

ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦନ୍ତା ହାତୀ ଆତଙ୍କ ଦେଖିବାକୁ ମିଳିଛି। ଆଡାସିକୃପା ନିକଟରେ ଥିବା ପାଙ୍ଗାନାଜୁ ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଆଜି ସକାଳେ ଘର ନିକଟରେ ଥିବା ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବାବେଳେ ଦନ୍ତା ଆକ୍ରମଣର ଶିକାର ହୋଇଥିଲେ। ପରେ ଖବର ପାଇଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories