www.samajalive.in
Wednesday, December 10, 2025
26.1 C
Bhubaneswar

କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଜୁଲାଇ ୨୯ ଅର୍ଥାତ୍‌ ମଙ୍ଗଳବାର ପୁଣି କମିଛି ସୁନା ଦର ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୮୨୦ ଟଙ୍କା ରହିଛି । ଗତକାଲି ୯୯,୯୩୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୧,୫୦୦ ଟଙ୍କା ରହିଛି । ଗତକାଲି ୯୧,୬୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୪,୮୭୦ ଟଙ୍କା ରହିଛି । ଗତକାଲି ୭୪,୯୫୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୬୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୬୦୦ ଟଙ୍କା ଥିଲା ।

୪୮ ଘଣ୍ଟା ପରେ ଶନି-ଗୁରୁଙ୍କ ଶକ୍ତିଶାଳୀ ରାଜଯୋଗ: ଏହି ରାଶିଙ୍କୁ ମିଳିବ ବଡ ଖୁସି, ଗୋଟିଏ ପରେ ଗୋଟିଏ ସଫଳତା, ହଠାତ୍‌ ହେବେ ଧନୀ..

ଦେଖନ୍ତୁ ଭିଡିଓ; ଛାତ ଉପରେ ଶୋଇଥିଲେ ଶ୍ରମିକ, ପହଞ୍ଚିଗଲା ସିଂହ, ଆଉ ତା’ପରେ..

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories