www.samajalive.in
Saturday, December 6, 2025
19.1 C
Bhubaneswar

ମାଛ ଚଟ୍‌ପଟି

ଆବଶ୍ୟକ ସାମଗ୍ରୀ
କଟା ମାଛ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୫୦ ଗ୍ରାମ୍‍
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲେମ୍ବୁ ରସ – ୧ ଚାମଚ
ଜୁଆଁଣୀ – ଅଳ୍ପ
ବେସନ – ୨୦୦ ଗ୍ରାମ୍‍
ଅଣ୍ଡା – ୨ଟି
ଲୁଣ ସ୍ୱାଦ ଅନୁଯାୟୀ
ଦହି – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମାଛକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏବେ ଏଥିରେ ଲୁଣ, ଲେମ୍ବୁ ରସ , ଅଦାରସୁଣ ବଟା, ଲଙ୍କା ଗୁଣ୍ଡ ପକାଇ ମିଶାଇ ଦିଅନ୍ତୁ। ଏବେ ଆଉ ଏକ ପାତ୍ରରେ ବେସନ, ଦହି, ଅଣ୍ଡା, ଜୁଆଣୀ, ଲୁଣ ଓ ପାଣି ପକାଇ ଭଲ ଭାବେ ମିଶାଇ ଦିଅନ୍ତୁ। ଏବେ ଏହି ମିଶ୍ରଣରେ ପୂର୍ବରୁ ଥିବା ମାଛକୁ ପକାଇ ୧୦ ମିନିଟ୍‍ ବୁଡାଇ ରଖି ଦିଅନ୍ତୁ। ଏବେ ଗ୍ୟାସରେ ଏକ କଡେଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପୂର୍ବରୁ ଥିବା ମାଛକୁ ଭଲ ଭାବେ ଛାଣି ଦିଅନ୍ତୁ। ଏହାକୁ ଏକ ପାତ୍ରକୁ କାଢି ମାଛ ଉପରେ ଚାଟ୍‍ ମସଲା, ଧନିଆପତ୍ର, ଲେମ୍ବୁ ରସ ପକାଇ ଗରମାଗରମ ଖାଆନ୍ତୁ।

ବଡ ଖୁସି ନେଇ ଆସୁଛି ଅଗଷ୍ଟ.. ଗ୍ରହଙ୍କ ମହାଚଳନ: ଧନର ଗଦିରେ ଶୋଇବେ ଏହି ରାଶି, ହଠାତ୍‌ ହେବେ କୋଟିପତି, ମିଳିବ ଏସବୁ ସଫଳତା..

- Advertisement -

 

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories