www.samajalive.in
Friday, December 5, 2025
20.1 C
Bhubaneswar

ଆସନ୍ତାକାଲି ଖୋଲିବ ଭିତରକନିକା

ରାଜନଗର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପର୍ଯ୍ୟଟକଙ୍କୁ ସ୍ଵାଗତ କରିବା ଲାଗି ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। କୁମ୍ଭୀର ପ୍ରଜନନ ପାଇଁ  ଗତ ମେ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୩ ମାସ ଧରି ବନ୍ଦ ରହିଛି ଭିତର କନିକା। ଭିତରକନିକାରେ ପର୍ଯ୍ୟଟକମାନେ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ନୌବିହାରର ମଜା ଉଠାଇପାରିବେ। ଏପରିକି ସ୍କାଏ ଓ୍ବାକରେ ଜଙ୍ଗଲରେ ଚାଲି ଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories