www.samajalive.in
Saturday, December 6, 2025
15.1 C
Bhubaneswar

ଚୀନରେ ବନ୍ୟା, ୩୦ ମୃତ

ବେଜିଂ : ପ୍ରବଳ ବର୍ଷା ଜନିତ ବନ୍ୟା ଓ ମାଟି ଅତଡା ଧସି ଚୀନରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି। ସରକାରୀ ଅଧିକାରୀଙ୍କ କହିବା ଅନୁଯାୟୀ ସୋମବାର ରାତିରେ ଉତ୍ତର-ପୂର୍ବ ବେଜିଂର ପାର୍ବତ୍ୟାଞ୍ଚଳ ମିୟୁନରେ ଏହି ବର୍ଷା ବିତ୍ପାତ ହୋଇଛି। ଏହି ଅଞ୍ଚଳରେ ୨୧ ଇଞ୍ଚର ବର୍ଷା ହୋଇଛି। ମଙ୍ଗଳବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିବାବେଳେ ତଳିଆ ଅଞ୍ଚଳରୁ ୮୦ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ବେଜିଂ ପ୍ରଶାସନିକ ଅଞ୍ଚଳ ଅନ୍ତର୍ଗତ ୧୩୬ଟି ଗ୍ରାମ ଜଳମଗ୍ନ ହୋଇପଡିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଲାଗି ରାଷ୍ଟ୍ରପତି ସି ଜିନପିଙ୍ଗ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories