www.samajalive.in
Monday, December 15, 2025
16.1 C
Bhubaneswar

ଅନ୍ତିମ ମ୍ୟାଚ; ପଦାର୍ପଣ କରିପାରନ୍ତି ଅର୍ଶଦୀପ୍‌

ଲଣ୍ଡନ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦି ଓଭାଲରେ ତେନ୍ଦୁଲକର-ଆଣ୍ଡରସନ ଟ୍ରଫି ଟେଷ୍ଟ ଶୃଙ୍ଖଳାର ଅନ୍ତିମ ମ୍ୟାଚ ଖେଳାଯିବ। ଉକ୍ତ ମ୍ୟାଚରେ ଭାରତର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଖେଳିବା ନେଇ ଆଶଙ୍କା ରହିଛି। ତାଙ୍କ ସ୍ଥାନରେ  ବାମହାତୀ ଦ୍ରୁତ ବୋଲର ଅର୍ଶଦୀପ୍‌ ସିଂହ ଟେଷ୍ଟ ପଦାର୍ପଣ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଅର୍ଶଦୀପ୍‌ ଖେଳିବା ନେଇ ବୁଧବାର ଭାରତୀୟ ଦଳର ଅଧିନାୟକ ଶୁଭମନ ଗିଲ ବଡ଼ ସଙ୍କେତ ଦେଇଛନ୍ତି।  ଅର୍ଶଦୀପ୍‌ ପୂର୍ବରୁ ଭାରତ ପାଇଁ ଦିନିକିଆ ଓ ଟ୍ବେଣ୍ଟି ୨୦ ପଦାର୍ପଣ କରିସାରିଛନ୍ତି। ଓଲ୍‌ଡ ଟ୍ରାଫୋର୍ଡରେ ଟେଷ୍ଟ ପଦାର୍ପଣ କରିବାର  ଥିଲା। କିନ୍ତୁ ଆହତ ପାଇଁ  ଚୂଡାନ୍ତ ଏକାଦଶରେ ସ୍ଥାନ ପାଇନଥିଲେ। ତାଙ୍କ ସ୍ଥାନରେ ଅଂଶୁଲ କାମ୍ବୋଜ ପଦାର୍ପଣ କରିବାର ସୁଯୋଗ ପାଇଥିଲେ। ସେହିପରି  ଦୁଇ ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଓ  ରବୀନ୍ଦ୍ର ଜାଡେଜା ଖେଳିବା ନେଇ ଗିଲ୍‌  ସ୍ପଷ୍ଟ କରିଥିବାରୁ କୁଳଦୀପ ଯାଦବଙ୍କୁ ସୁଯୋଗ ମିଳିବାର ଆଶା କମ ରହିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories