www.samajalive.in
Sunday, December 7, 2025
26.1 C
Bhubaneswar

କମିଲା ସୁନା, ଜାଣନ୍ତୁ କେତେ ଅଛି ଦାମ୍‌

ଭୁବନେଶ୍ୱର : ଦିନେ କମିଲେ ଦିନେ ବଢୁଛି । ଜୁଲାଇ ୩୧ ଅର୍ଥାତ୍‌ ଗୁରୁବାର କମିଛି ସୁନା ଦର ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୦,୦୩୦ ଟଙ୍କା ରହିଛି । ଗତକାଲି ୧,୦୦,୪୮୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୧,୭୦୦ ଟଙ୍କା ରହିଛି । ଗତକାଲି ୯୨,୧୦୦ ଟଙ୍କା ଥିଲା । ଏଥିରେ ୪୦୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୫,୦୩୦ ଟଙ୍କା ରହିଛି । ଗତକାଲି ୭୫,୩୬୦ ଟଙ୍କା ଥିଲା । ଏଥିରେ ୩୩୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ମଧ୍ୟ କମ୍‌ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୫୦୦ ଟଙ୍କା ରହିଛି । ଗତକାଲି ୧୨,୭୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା

ଦେଖନ୍ତୁ ଭିଡିଓ ; କାର୍‌ ତଳେ ଫସି ରହିଲା କୁମ୍ଭୀର, ତା’ପରେ..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories