www.samajalive.in
Monday, December 15, 2025
17.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା ; ଆଉ ୩ ଜଣଙ୍କୁ ପଚରାଉଚରା

ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଜାରି ରହିଛି କ୍ରାଇମବ୍ରାଞ୍ଚର ତନାଘନା । ଏହି ମାମଲାରେ ଗୁରୁବାର ଆଉ ୩ ଜଣଙ୍କୁ ଉଠାଇ ଆଣି ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ । କଳାହାଣ୍ଡିରୁ ଜଣେ, କୋରାପୁଟରୁ ୨ ଜଣଙ୍କୁ ଆଣି ପଚରାଉଚରା କରାଯାଉଛି । ଏହି ଘଟଣାରେ ଏଯାଏଁ ୪ ଶିକ୍ଷକଙ୍କ ସମେତ ୬ ଜଣଙ୍କୁ କ୍ରାଇମବ୍ରାଞ୍ଚଗିରଫ କରିଛି । ୬ ଗିରଫ ମଧ୍ୟରେ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ମାଷ୍ଟରମାଇଣ୍ଡ ରହିଛନ୍ତି ବୋଲି ସୂଚନା ମିଳିଛି ।

ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories