www.samajalive.in
Saturday, December 6, 2025
16.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଜାରି ରହିଛି କ୍ରାଇମବ୍ରାଞ୍ଚର ତନାଘନା, ଏହି ମାମଲାରେ ଆଉ ୩ ଜଣଙ୍କୁ ଉଠାଇ ଆଣି ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ, କଳାହାଣ୍ଡିରୁ ଜଣେ, କୋରାପୁଟରୁ ୨ ଜଣଙ୍କୁ ଆଣି ପଚରାଉଚରା କରାଯାଉଛି..

ବଡମ୍ବାର ବନ୍ଦ ଚିନିକଳ ପରିଦର୍ଶନ କଲେ କେନ୍ଦ୍ରୀୟ ପ୍ରତିନିଧି ମଣ୍ଡଳ, ବଡମ୍ବା ସୁନାପାଳ ସ୍ଥିତ ବନ୍ଦ ଚିନିକଳକୁ ପରିଦର୍ଶନ କରିଛନ୍ତି ପ୍ରତିନିଧି ମଣ୍ଡଳୀ, ପରିଦର୍ଶନ ପରେ ଆଠଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହୋଇଛି ବୈଠକ..

- Advertisement -

ଆସନ୍ତାକାଲି ୨୦ ଜିଲାରେ ପ୍ରବଳ ବର୍ଷିବ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ..

ଆଉ ମାତ୍ର ଅଳ୍ପ ଦିନ.. ଖାଲି ଧନ ହିଁ ଧନ ଦେବ ମଙ୍ଗଳ-ଶନିଙ୍କ ଶକ୍ତିଶାଳୀ ରାଜଯୋଗ; ଏହି ୫ ରାଶିଙ୍କୁ ମିଳିବ ବଡ ସଫଳତା

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବାଗଧରିଆ ଗାଁରେ ହାତୀ ଆତଙ୍କ, ହାତୀ ଆକ୍ରମଣରେ ୩ ମୃତ: ରାସୋଳ ଫରେଷ୍ଟର ଏବଂ ଫରେଷ୍ଟ ଗାର୍ଡ ନିଲମ୍ବିତ, ମିଳିବ କ୍ଷତିପୂରଣ..

ଆଜି ସଂନ୍ଧ୍ୟା ସୁଦ୍ଧା ପୁରୀ ଦଳା ଚକଟା ରିପୋର୍ଟ,ଏନେଇ ଉନ୍ନୟନ କମିଶନର ଅନୁ ଗର୍ଗ ସୂଚନା ଦେଇଛନ୍ତି, ସେ କହିଛନ୍ତି, ଗତକାଲି ତଦନ୍ତର ଶେଷ ତାରିଖ ଥିଲା, ଆଜି ସଂନ୍ଧ୍ୟା ସୁଦ୍ଧା ରିପୋର୍ଟ ଆସିବ..

ଆସନ୍ତାକାଲି ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ, କୁମ୍ଭୀର ପ୍ରଜନନ ପାଇଁ  ଗତ ମେ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୩ ମାସ ଧରି ବନ୍ଦ ରହିଛି ଭିତର କନିକା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories