www.samajalive.in
Sunday, December 14, 2025
15.1 C
Bhubaneswar

ଉଡାଣର ୧୪ ସେକେଣ୍ଡ ପରେ ଖସିପଡିଲା ରକେଟ୍

ଡେସ୍କ: ଭୂପୃଷ୍ଠରୁ କକ୍ଷପଥରେ ପହଞ୍ଚିବାକୁ ଚେଷ୍ଟା କରିଥିବା ପ୍ରଥମ ଅଷ୍ଟ୍ରେଲିଆ ନିର୍ମିତ ରକେଟ୍ ବୁଧବାର ଉଡାଣର ମାତ୍ର ୧୪ ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇଥିବା ଜଣାପଡିନାହିଁ। ଫେସବୁକରେ ପୋଷ୍ଟ କରାଯାଇଥିବା ଏକ ବିବୃତ୍ତିରେ କମ୍ପାନୀ ଏହି ପରେକୁ ସଫଳ ବୋଲି କହିବା ସହ ପ୍ରଶଂସା କରିଛି। କମ୍ପାନୀ ପୂର୍ବରୁ କହିଥିଲା ଯେ ଯଦି ରକେଟ୍ ଭୁପୃଷ୍ଠରୁ ସାମାନ୍ୟ ଉପରକୁ ଉଠିବ ତେବେ ତାହାକୁ ସଫଳ ବୋଲି ବିବେଚନା କରାଯିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories