www.samajalive.in
Monday, December 15, 2025
16.1 C
Bhubaneswar

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସମାଜ ଡିଜିଟାଲ ଡେସ୍କ: ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ । ଏହାପରେ ୨୨ରେ ଯାଞ୍ଚ ହେବ । ଅଗଷ୍ଟ ୨୫ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେପ୍ଟେମ୍ବର ୯ତାରିଖ ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୫ଟାରୁ ଭୋଟ୍‍ ଗ୍ରହଣ କରାଯିବ । ଉପରାଷ୍ଟ୍ରପତି ପଦରୁ ଜଗଦୀପ୍‍ ଧନଖଡ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି ।

ଉପରାଷ୍ଟ୍ରପତି ହେବା ପାଇଁ ଆବଶ୍ୟକୀୟ ଯୋଗ୍ୟତା:
ଭାରତର ନାଗରିକ ହେବା ବାଧ୍ୟତାମୂଳକ
ବୟସ ୩୫ବର୍ଷରୁ ଅଧିକ ହୋଇଥିବ
ରାଜ୍ୟସଭାର ସଦସ୍ୟ ହେବା ପାଇଁ ଯୋଗ୍ୟତା ଥିବ
ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ପଦବୀରେ ରହିନଥିବେ ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories