www.samajalive.in
Monday, December 15, 2025
14.1 C
Bhubaneswar

ପୁଣି କମିଲା ସୁନା, ଏତିକି ଅଛି ଦାମ୍‌

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦାମ୍‌ । ଅଗଷ୍ଟ ୧ ଅର୍ଥାତ୍‌ ଶୁକ୍ରବାର କମିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୮୨୦ ଟଙ୍କା ରହିଛି । ଗତକାଲି ୧,୦୦,୦୩୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୧,୫୦୦ ଟଙ୍କା ରହିଛି । ଗତକାଲି ୯୧,୭୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୪,୮୭୦ ଟଙ୍କା ରହିଛି । ଗତକାଲି ୭୫,୦୩୦ ଟଙ୍କା ଥିଲା । ଏଥିରେ ୧୬୦ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍‌ ମଧ୍ୟ କମିଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୩୦୦ ଟଙ୍କା ରହିଛି । ଗତକାଲି ୧୨,୫୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ହ୍ରାସ ହୋଇଛି ।

ଆରମ୍ଭ ହେଲା ଅଗଷ୍ଟ.. ମେଷ ଠାରୁ ମୀନ : ଜାଣନ୍ତୁ କିଏ ହେବେ ଧନୀ, କାହାର ଖୋଲିବ ଭାଗ୍ୟ, ମିଳିବ ଚାକିରି..

କମିଲା ଗ୍ୟାସ ସିଲିଣ୍ଡର ଦାମ୍‌, ୟୁପିଆଇ ଠାରୁ ଆରମ୍ଭ କରି ଫାସ୍‌ଟ୍ୟାଗ୍‌.. ଆଜି ଠାରୁ ବଦଳିଲା ନିୟମ, ପକେଟ୍‌ ଉପରେ ପଡିବ ପ୍ରଭାବ..

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories