www.samajalive.in
Sunday, December 14, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ନଳା ପାଣିରେ ଶାଗ ଧୋଇଲେ ଦୋକାନୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅନେକ ସମୟରେ ଭିନ୍ନ ଭିନ୍ନ ଭିଡିଓ ଭାଇରାଲ୍‌ ହୋଇଥାଏ, ଯାହା ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ମଧ୍ୟ ଆକର୍ଷିତ କରିଥାଏ । ନିକଟରେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଏକ ଭିଡିଓ ଭାଇରାଲ୍‌ ହେଉଛି । ଭିଡିଓରେ ଦେଖିପାରିବେ ଜଣେ ଯୁବକ ଖୋଲା ନଳା ପାଣି ନିକଟରେ ବସିଛନ୍ତି। ଆଶ୍ଚର୍ଯ୍ୟଜନକ କଥା ହେଉଛି, ଯୁବକ ଜଣକ ସେହି ନଳା ଅପରିଷ୍କାର ପାଣିରେ ମେଥି ଶାଗ ଧୋଉଛନ୍ତି।

- Advertisement -

ଯୁବକ ଜଣକ ଖୁବ୍‌ ଆରାମରେ ଅପରିଷ୍କାର ପାଣିରେ ଶାଗ ଗୁଡିକୁ ବୁଡାଉଛନ୍ତି । ଯେପରି ଏହା ତାଙ୍କ ପାଇଁ ଏକ ସାଧାରଣ କଥା । ଭିଡିଓଟି ଭାଇରାଲ୍‌ ହେବା ପରେ ଲୋକେ କ୍ରୋଧ ପ୍ରକାଶ କରିଛନ୍ତି । ଖାଦ୍ୟପେୟ ସହ ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏଭଳି ଖାଦ୍ୟ ସେବନ ଅନେକ ରୋଗ ସୃଷ୍ଟିର କାରଣ ବୋଲି ଲୋକେ କହିବା ସହ ଚିନ୍ତା ପ୍ରକଟ କରିଛନ୍ତି।

ଆରମ୍ଭ ହେଲା ଅଗଷ୍ଟ.. ମେଷ ଠାରୁ ମୀନ : ଜାଣନ୍ତୁ କିଏ ହେବେ ଧନୀ, କାହାର ଖୋଲିବ ଭାଗ୍ୟ, ମିଳିବ ଚାକିରି..

କମିଲା ଗ୍ୟାସ ସିଲିଣ୍ଡର ଦାମ୍‌, ୟୁପିଆଇ ଠାରୁ ଆରମ୍ଭ କରି ଫାସ୍‌ଟ୍ୟାଗ୍‌.. ଆଜି ଠାରୁ ବଦଳିଲା ନିୟମ, ପକେଟ୍‌ ଉପରେ ପଡିବ ପ୍ରଭାବ..

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories