www.samajalive.in
Saturday, December 13, 2025
21.1 C
Bhubaneswar

ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା

ଭୁବନେଶ୍ୱର : ଏଣିକି ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା। ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି ହୋଇଛି। ବାଲେଶ୍ୱର ଏଫଏମ ଘଟଣା ପରେ ଉଚ୍ଚ ଶିକ୍ଷା ବିଭାର ପକ୍ଷରୁ ଏହି ବଡ ପଦକ୍ଷେପ ଗ୍ରହଣ କରାଯାଇଛି। ଜଣେ ଅଧ୍ୟାପିକାଙ୍କୁ ଶକ୍ତିଶ୍ରୀ ସଂଯୋଜିକା ଭାବେ ମନୋନୀତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୪ ସୁଦ୍ଧା ‘ଶକ୍ତିଶ୍ରୀ’ ସଂଯୋଜିକା ମନୋନୀତ କରି ଦାୟିତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରୀଙ୍କୁ ସଶକ୍ତୀକରଣ ଓ ସେମାନଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି।

ଆରମ୍ଭ ହେଲା ଅଗଷ୍ଟ.. ମେଷ ଠାରୁ ମୀନ : ଜାଣନ୍ତୁ କିଏ ହେବେ ଧନୀ, କାହାର ଖୋଲିବ ଭାଗ୍ୟ, ମିଳିବ ଚାକିରି..

ସ୍କୁଲ୍‌ ଫି’ ଦେଖି ହେବେ ଟେରା, ABCD ପଢିବା ପାଇଁ ଦେବାକୁ ପଡିବ ମାସକୁ ୨୧ ହଜାର..

- Advertisement -

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories