www.samajalive.in
Saturday, December 13, 2025
26.1 C
Bhubaneswar

ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ଭୁବନେଶ୍ବର : ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ଚଳଚ୍ଚିତ୍ରରେ ସବ୍ୟସାଚୀ ମୁଖ୍ୟ ଭୂମିକାରେ ନଜର ଆସିଥିଲେ । ସେହିଭଳି ଶାହରୁଖ ଖାନ୍ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି । ଚଳଚ୍ଚିତ୍ର ‘ଯବାନ’ ପାଇଁ ଶାହରୁଖ ଖାନ୍‌ ଶ୍ରେଷ୍ଠ ଅଭିନେତା ଏବଂ ବିଧୁ ବିନୋଦ ଚୋପ୍ରାଙ୍କ ପ୍ରଯୋଜିତ ୧୨th  ଫେଲ୍ ପାଇଁ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା ମନୋନୀତ ହୋଇଛନ୍ତି । ‘ମିସେସ୍‌ ଚାଟାର୍ଜୀ VS ନରୱେ’ ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ହୋଇଛନ୍ତି ରାଣୀ ମୁଖାର୍ଜୀ । ‘ରକି ଔର ରାନୀ କି ପ୍ରେମ୍‌ କାହାନୀ’ ଶ୍ରେଷ୍ଠ ଲୋକପ୍ରିୟ ଫିଲ୍ମ ବୋଲି ଘୋଷଣା ହୋଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories