www.samajalive.in
Saturday, December 6, 2025
16.1 C
Bhubaneswar

ଦୁର୍ଘଟଣାରେ ୧୩ଯବାନ ଆହତ

ସମାଜ ଡିଜିଟାଲ ଡେସ୍କ: ଅନୁଗୁଳ ଏନ୍‍ଏଚ୍‍ ୫୫ଜରପଡା ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଟ୍ରକ୍‍ କୁ ପଛରୁ ପିଟିଥିଲା ଭ୍ୟାନ୍‍ । ଓଏସ୍‍ଏପି ସେକେଣ୍ଡ ବାଟାଲିୟନ ଯବାନଙ୍କଚ ନେଇ ଯାଉଥିବା ଭ୍ୟାନ ଟି ଟ୍ରକ୍‍ କୁ ପିଟିଥିଲା । ଫଳରେ ୧୩ଜଣ ଯବାନ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ ଝାରସୁଗୁଡାରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ଆହତ ୧୩ଜଣଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି, ୨ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories