www.samajalive.in
Monday, December 8, 2025
24.1 C
Bhubaneswar

ବାଇକ୍‌ ସହ ଜୀଅନ୍ତା ଜଳିଗଲେ ବାପା-ପୁଅ

କୋରାପୁଟ : କୋରାପୁଟ ସଦର ଥାନା ୨୬ ନମ୍ବର ଜାତୀୟ ରାଜପଥର ପଡାଗଡ ସେବାଶ୍ରମ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ୍‌ ସହ ଧକ୍କା ପରେ ବାଇକ୍‌ ଜଳିଯାଇ ଜୀଅନ୍ତା ଜଳିଗଲେ ବାପା-ପୁଅ । ଏଥିରେ ଜଣେ ମହିଳା ମଧ୍ୟ ଗୁରୁତର ହୋଇଛନ୍ତି । ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କାଉଡିଆଙ୍କୁ ନେଇ ଯାଉଥିବା ଟ୍ରକ୍‌ ସହ ଧକ୍କା ପରେ ବାଇକ୍‌ ସହ ବାପା-ପୁଅ ଜଳିଯାଇଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କୁମ୍ଭୀରକୁ ଗଛ ଉପରକୁ ନେଇଗଲା ବାଘ, ଦେଖନ୍ତୁ ଭିଡିଓ

- Advertisement -

 

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories