www.samajalive.in
Sunday, December 14, 2025
19.1 C
Bhubaneswar

ଶିବୁ ସୋରେନଙ୍କ ଅବସ୍ଥା ସଙ୍କଟାପନ୍ନ, ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

ସମାଜ ଡିଜିଟାଲ ଡେସ୍କ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ଶିବୁ ସୋରେନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେ ୮୧ ବର୍ଷୀୟ ସୋରେନଙ୍କ ଦେହ ଅସୁସ୍ଥ ହେବାରୁ ସେବେଠାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କିଡନୀ ସମ୍ବନ୍ଧୀୟ ସମସ୍ୟା କାରଣରୁ ଗତ ଜୁନ ଶେଷ ସପ୍ତାହରେ ସୋରେନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦିନକୁ ଦିନ ସ୍ଵାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖି ଚିକିତ୍ସା କରାଯାଉଛି। ଶିବୁ ସୋରେନ ଜେଏମଏମର ପ୍ରତିଷ୍ଠାତା। ଦୀର୍ଘ ୩୮ ବର୍ଷ ଧରି ସେ ଦଳର ମଙ୍ଗ ସମ୍ଭାଳିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories