www.samajalive.in
Tuesday, December 9, 2025
23.1 C
Bhubaneswar

ଉତ୍କଳମଣିଙ୍କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ

ସାକ୍ଷୀଗୋପାଳ: ସମାଜର ପ୍ରକାଶକ ଓ ମୁଦ୍ରାକର ରାଜେନ୍ଦ୍ର କୁମାର ଜେନା ଐତିହାସିକ ବକୁଳ ବନ ପରିସରରେ ଉତ୍କଳମଣି ଗୋପବନ୍ଧୁ ଦାସ, ପଣ୍ଡିତ ନୀଳକଣ୍ଠ ଦାସ, ଆଚାର୍ଯ୍ୟ ହରିହର ଦାସ, ପଣ୍ଡିତ କୃପାସିନ୍ଧୁ ମିଶ୍ର ଓ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ଏହି ସମାଧି ପୀଠର ରକ୍ଷାଣାବେକ୍ଷଣ ଓଡ଼ିଆ ବିଶ୍ୱବିଦ୍ୟାଳୟ କରିବା ନିମନ୍ତେ ମତ ଦେଇଥିଲେ।

ଏହି ଅବସରରେ ସମାଧି ପୀଠ ନିକଟରେ ସମାଜର ପୂର୍ବତନ ସମ୍ପାଦକ ପଦ୍ମ ବିଭୂଷଣ ସ୍ବର୍ଗତ ରାଧାନାଥ ରଥଙ୍କ ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସ୍ବର୍ଗତ ରଥଙ୍କ ସମାଧି ପୀଠ ସମାଜ ତରଫରୁ ପୁନଃରୁଦ୍ଧାର କରାଯିବ ବୋଲି ସୂଚନା ପ୍ରଦାନ କରିଥିଲେ।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories