www.samajalive.in
Sunday, December 14, 2025
26.1 C
Bhubaneswar

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ: ଓଡ଼ିଶା ପୁଲିସ

ସମାଜ ଡିଜିଟାଲ ଡେସ୍କ: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ମୁହଁ ଖୋଲିଛି ଓଡ଼ିଶା ପୁଲିସ। ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କର ସମ୍ପୃକ୍ତି ନାହିଁ ବୋଲି ପୁଲିସ ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି କୁହାଯାଇଛି।

ଉକ୍ତ ପୋଷ୍ଟରେ କୁହାଯାଇଛି ଯେ, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ। ଏହି ଘଟଣାରେ ପୁଲିସ ପକ୍ଷରୁ ନିଷ୍ଠାର ସହିତ ତଦନ୍ତ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ, ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories