www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମ୍‌ଭିଆଇ

ବୌଦ୍ଧ : ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଜିଲ୍ଲା ଏମ୍‌ଭିଆଇ ଗୋଲାପ ଚନ୍ଦ୍ର ହାସଁଦାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ରେଡ୍ କରାଯାଉଛି। ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ମୟୁରଭଞ୍ଜର ବାରିପଦା, ବୌଦ୍ଧ, ଭୁବନେଶ୍ଵରରେ ଥିବା ଘର ଏବଂ ଅଫିସରେ ରେଡ୍ କରାଯାଉଛି। ଏହାସହ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ସ୍ଥିତ ପୈତୃକ ଘରେ ମଧ୍ୟ ରେଡ୍ ଚାଲିଛି। ଭୁବନେଶ୍ବର ପାଣ୍ଡରାରେ ଝିଅ ରହୁଥିବା ଫ୍ଲାଟରେ ବି ଚଢ଼ାଉ ହେଉଛି । ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଙ୍କ ନିର୍ଦ୍ଦେଶରେ ରେଡ୍ ଚାଲୁଥିବାବେଳେ ଚଢ଼ାଉରେ ୪ ଡିଏସ୍‌ପି, ୭ ଇନ୍ସପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories