www.samajalive.in
Monday, December 15, 2025
16.1 C
Bhubaneswar

ମୋବାଇଲ ଚୋରି କରି ୨ ଗିରଫ

ପାଟଣା : ପାଟଣା ବ୍ଲକ ଅଞ୍ଚଳ ତୁରୁମୁଙ୍ଗା ବଜାର ୪୯ ନଂ ଜାତୀୟ ରାଜପଥ ଢ଼ାବା କଡରେ ପାର୍କିଂ କରିଥିବା ଏକ ଟ୍ରକର ଡ୍ରାଇଭରଙ୍କ ଠାରୁ ଏକ ମୋବାଇଲ ଛଡାଇ ନେବା ଘଟଣାରେ ପୁଲିସ ୨ ଜଣଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଗିରଫ ଦ୍ବୟ  ଦୈତାରି ଥାନା ପଥର ପେଣ୍ଠି ଗ୍ରାମର ସିବେନ୍ଦ୍ର କୁଲି ଓ ବାମେବାରି ଥାନା ଧନୁର୍ଜୟପୁର ଗ୍ରାମର ଜିତେନ୍ଦ୍ର ମାଝୀ ବୋଲି ଜଣାପଡିଛି ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories