www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ବି ବଢିଲା ସୁନା; ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୪୦୦ ଟଙ୍କା

ଭୁବନେଶ୍ୱର : କିଛି ଦିନ ତଳେ ସୁନା ଦର ଲକ୍ଷେ ତଳକୁ ଖସିଥିବା ଏବେ ପୁଣି ଲକ୍ଷେ ଟଙ୍କା ପାର୍‌ ହୋଇଛି ସୁନା ଦାମ୍‌ । ୪ ଅଗଷ୍ଟ ଅର୍ଥାତ୍‌ ସୋମବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୪୦୦ ଟଙ୍କା ରହିଛି । ଗତକାଲି ୧,୦୧,୩୫୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୨,୯୫୦ ଟଙ୍କା ରହିଛି । ଗତକାଲି ୯୨,୯୦୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୦୫୦ ଟଙ୍କା ରହିଛି । ଗତକାଲି ୭୬,୦୧୦ ଟଙ୍କା ଥିଲା । ଏଥିରେ ୪୦ ଟଙ୍କା ବୃଦ୍ଧି ହୋଇଛି ।
ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୩୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୩୦୦ ଟଙ୍କା ଥିଲା ।

ରାକ୍ଷୀ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

- Advertisement -

ଭିଡିଓ ଦେଖିଲେ ଆଶ୍ଚର୍ଯ୍ୟ ହେବେ ; ସାପକୁ ମୁଣ୍ଡିଆ ମାରିଲା ମାଙ୍କଡ, ଆଉ ତା’ପରେ..

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories