www.samajalive.in
Sunday, December 14, 2025
15.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଓଭାଲ ଟେଷ୍ଟରେ ଭାରତର ଦମଦାର ବିଜୟ, ଇଂଲଣ୍ଡକୁ ୬ ରନରେ ହରାଇଲା ଭାରତୀୟ ଦଳ, ୨-୨ରେ ଅମିମାଶିଂତ ରହିଲା ସିରିଜ..

ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ, ଶିବୁ ସୋରେନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସାର ଗଙ୍ଗାରାମ ହସ୍ପିଟାଲରେ ପହଞ୍ଚି ମରଶରୀରରେ ପୁଷ୍ପମାଲ୍ୟ ଦେଇ ଶେଷ ଦର୍ଶନ କଲେ..

ରାକ୍ଷୀ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ..

- Advertisement -

ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ସୁବାସ ପାଣିଙ୍କ ପରଲୋକ, ସେ ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ଭାବେ ବେଶ ପରିଚିତ ଥିଲେ, ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିବା ବେଳେ ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଛି, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ..

ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା। ଗତକାଲି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚଢଉ କରିଥିଲା। ଏମ୍‌ଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ କାର୍ଯ୍ୟାଳୟ, ଭଡ଼ା ଘର, ମୟୂରଭଞ୍ଜ ଓ ଭୁବନେଶ୍ୱର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଦଳ ଚଢ଼ଉ କରିଥିଲା..

୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଦିନ ୧୧ଟାରୁ ସାମ୍ସ ୱେବ୍‌ସାଇଟ୍‌ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ। ୧୭ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ..

ଶିକାରକୁ ଖାଉଥିଲା, ଭିଡିଓ ପାଇଁ ସିଂହ ପାଖକୁ ଯାଉଥିଲେ ଯୁବକ, ତା’ପରେ..

ଭିଡିଓ ଦେଖିଲେ ଆଶ୍ଚର୍ଯ୍ୟ ହେବେ ; ସାପକୁ ମୁଣ୍ଡିଆ ମାରିଲା ମାଙ୍କଡ, ଆଉ ତା’ପରେ..

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories