www.samajalive.in
Thursday, December 11, 2025
23.1 C
Bhubaneswar

୨ ଲକ୍ଷ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ

ଜଳେଶ୍ୱର: ଦୁଡ଼ପଳ ଗାଁ ନିକଟରୁ ୨ ଲକ୍ଷ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ । ଏନେଇ କମର୍ଦ୍ଦା ଥାନାରେ ଯୁବକ ଜଣକ ଲିଖିତ ଅଭିଯୋଗ କରିଛନ୍ତି । ଯୁବକ ଜଣକ ବ୍ୟାଙ୍କକୁ ୨ ଲକ୍ଷ ଟଙ୍କା ଡିପୋଜିଟ୍ କରିବାକୁ ଆସିଥିବାବେଳେ ଇ-କେଓ୍ବାଇସି ଅସୁବିଧା ଥିବାରୁ ଟଙ୍କା ଜମା କରି ନ ପାରି ଘରକୁ ଫେରୁଥିଲେ । ଏହି ସମୟରେ କଳା ବାଇକ୍‌ରେ ୨ ଜଣ ଆସି ଦୁର୍ବୃତ୍ତ ଆସି ଟଙ୍କା ଝାମ୍ପି ନେଇଥିବା ସେ ଅଭିଯୋଗ କରିଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

Related Articles

Popular Categories