www.samajalive.in
Tuesday, December 9, 2025
19.1 C
Bhubaneswar

୪ ଜିଲା ପାଇଁ ସଭାପତି ଘୋଷଣା କଲା ବିଜେଡି

ସମାଜ ଡିଜିଟାଲ ଡେସ୍କ: ୪ ଜିଲା ପାଇଁ ସଭାପତି ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ଦଳର ସଭାପତି ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିଛନ୍ତି।

ଗଞ୍ଜାମ ଜିଲା ପାଇଁ ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ସଭାପତି ଭାବେ ମନୋନୀତ କରାଯାଇଥିବାବେଳେ କେନ୍ଦ୍ରାପଡ଼ା ପାଇଁ ଶିବ ପ୍ରସାଦ ଭୋଳ, କଳାହାଣ୍ଡି ପାଇଁ ପ୍ରଦୀପ ଦିଶାରୀ ଏବଂ କଟକ ଜିଲା ସଭାପତି ଭାବେ ପ୍ରଫୁଲ୍ଲ ସିଂହଙ୍କ ନାମ ଘୋଷଣା ହୋଇଛି। ପୂର୍ବରୁ ୨୪ ସାଂଗଠନିକ ଜିଲା ପାଇଁ ସଭାପତିଙ୍କ ନାମ ଘୋଷଣା କରାଯାଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ୧୦୧ ରନ୍‌ରେ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories