www.samajalive.in
Saturday, December 13, 2025
18.1 C
Bhubaneswar

ଶ୍ରୀମନ୍ଦିରରେ ପୁଣି କ୍ୟାମେରାଯୁକ୍ତ ଚଷମା, ଗୁଜରାଟର ଜଣେ ଭକ୍ତଙ୍କୁ ଧରିଲା ପୁଲିସ

ପୁରୀ : ପୁଣି ଶ୍ରୀମନ୍ଦିରରୁ ହିଡେନ୍‌ କ୍ୟାମେରା ଯୁକ୍ତ ଚଷମା ଧରାପଡିଛି । ଗୁଜରାଟର ଜଣେ ଭକ୍ତ ଚଷମାରେ ହିଡେନ୍ କ୍ୟାମେରା ଲଗାଇ ଫଟୋ ଉଠାଉଥିବା ସମୟରେ ଧରାପଡିଛନ୍ତି । କୀର୍ତ୍ତନଚକଡା ନିକଟରୁ ତାଙ୍କୁ ସିଂହଦ୍ବାର ଥାନା ପୁଲିସ ଧରିଥିବା ଜଣାପଡିଛି । କହିରଖୁଛୁ ନିକଟରେ ଜଣେ ଯୁବକ ଏହିଭଳି ଏକ ହିଡେନ୍ କ୍ୟାମେରା ଥିବା ଚଷମା ପିନ୍ଧି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ । ବେହରଣ ଦ୍ବାର ନିକଟରେ ତାଙ୍କ ଗତିବିଧି ଉପରେ ସନ୍ଦେହ ହେବାରୁ ସୁରକ୍ଷାକର୍ମୀମାନେ ତାଙ୍କୁ ଅଟକାଇ ତଦନ୍ତ କରିଥିଲେ । ପରେ ତାଙ୍କ ଚଷମାରେ ହିଡେନ୍ କ୍ୟମେରା ଲାଗିଥିବା ଜଣାପଡିଥିଲା ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories