www.samajalive.in
Sunday, December 7, 2025
18.1 C
Bhubaneswar

ଭାରତୀୟ ହକି ଦଳର ଅଷ୍ଟ୍ରେଲିଆ ଗସ୍ତ: ଓଡ଼ିଶାରୁ ଅମିତ, ସଞ୍ଜୀପ, ଶିଳାନନ୍ଦ

ନୂଆଦିଲ୍ଲୀ: ଏସିଆ କପ୍‌‌ ଲାଗି ପ୍ରସ୍ତୁତ ହେବା ଲାଗି ୨୪ ଜଣିଆ ଭାରତୀୟ ପୁରୁଷ ହକି ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯିବ। ଏହି ଗସ୍ତ ପାଇଁ ହରମନପ୍ରୀତ ସିଂହଙ୍କ ନେତୃତ୍ବାଧୀନ ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳରେ ଓଡ଼ିଶାରୁ ୩ ଜଣ ଖେଳାଳି ଡିଫେଣ୍ଡର ଅମିତ ରୋହିଦାସ, ନୀଲମ୍‌ ସଞ୍ଜୀପ ଖେସ୍‌ ଓ ଫରୱାର୍ଡ ଶିଳାନନ୍ଦ ଲାକ୍ରା ସ୍ଥାନ ପାଇଛନ୍ତି। ଅଗଷ୍ଟ ୧୫ରୁ ୨୧ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ପର୍ଥରେ ଭାରତୀୟ ହକି ଦଳ ୪ଟି ଟେଷ୍ଟ ମ୍ୟାଚ୍‌‌ ଖେଳିବ। ବିହାରର ରାଜଗିରିଠାରେ ଅଗଷ୍ଟ ୨୯ରୁ ଏସିଆ କପ୍‌‌ ଖେଳାଯିବ। ଏହାର ଚମ୍ପିଆନ୍‌ ଦଳ ସିଧାସଳଖ ଲସ୍‌‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ ଲାଗି ଯୋଗ୍ୟତା ଅର୍ଜନ କରିବ। ଅଗଷ୍ଟ ୮ରେ ଭାରତୀୟ ଦଳ ପର୍ଥ ଯାତ୍ରାକରିବ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories