www.samajalive.in
Monday, December 8, 2025
27.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

ଭବାନୀପାଟଣା: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଗିରଫ ହୋଇଥିବା ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ ହୋଇଛନ୍ତି। ପ୍ରଶାନ୍ତ ଗିରଫ ହେବା ପରେ ତାଙ୍କୁ ଶିକ୍ଷା ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ପ୍ରଶ୍ନପତ୍ର ପ୍ରଘଟ ମାମଲାରେ କ୍ରାଇମବ୍ରାଞ୍ଚ ପ୍ରଶାନ୍ତଙ୍କୁ ଗିରଫ କରିଥିଲା। ସେ କଳାହାଣ୍ଡି ଜିଲା ଭେଜିପଦର ହାଇସ୍କୁଲର ପ୍ରଧାନ ଶିକ୍ଷକ ଥିଲେ।

ସୂଚନାଯୋଗ୍ୟ, ଓଟିଇଟ ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ଏହି ମାମଲାରେ ତଦନ୍ତକାରୀ ସଂସ୍ଥା ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories