www.samajalive.in
Wednesday, December 10, 2025
17.1 C
Bhubaneswar

ଶ୍ରୀମନ୍ଦିରରେ କଡାକଡି ହେବ ଚେକିଂ-ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି । ଏହା ଜାଣିବା ବି କଷ୍ଟ, କେବଳ ଫଟୋ ଉଠାଇବା ବେଳେ ଜାଣି ହେବ । ଆହୁରି କଠୋରତାର ସହ କିପରି ଚେକିଂ କରାଯିବ ସେନେଇ ବିଚାର କରାଯାଉଛି । ଏଭଳି ଚଞ୍ଚକତା କରି ଶ୍ରୀମନ୍ଦିର ଫଟୋ ଉଠାଇବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories